କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ା ଜିସିଡି ହାଇସ୍କୁଲ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଉଛନ୍ତି ଗଞ୍ଜାମ ଜିଲାର ଜଗା ପାତ୍ର। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବାଥରୁମ୍‌ରେ ଫିନାଇଲ ପିଇ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଧା ଏହାର କାରଣ ସ୍ପଷ୍ଟ ହୋଇନାହିଁ। ଏନେଇ ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସଚ୍ଚିଦାନନ୍ଦ ଶତପଥୀ କହିଛନ୍ତି, ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ନିଜ ନିଜ ଘରକୁ ପଠାଯାଉଛି। ଶୀଘ୍ର ଏହି ଶ୍ରମିକ ଜଣକ ମଧ୍ୟ ନିଜ ଘରକୁ ଫେରିଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri