କ୍ୱାରାଣ୍ଟାଇନ୍‌ରେ ନିଜାମୁଦ୍ଦିନ ଧାର୍ମିକ ସମାବେଶରେ ଯୋଗଦେଇ ଫେରିଥିବା ୩ ଓଡ଼ିଆ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନଠାରେ ହୋଇଥିବା ଧାର୍ମିକ ସଭାରେ କିଛି ଓଡ଼ିଆ ସାମିଲ ହୋଇଥିଲେ। ଏଯାବତ୍‌ ୩ଜଣଙ୍କ ବିଷୟରେ ସରକାର ଅବଗତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏଥିସହ ସେମାନଙ୍କର ପରିବାରବର୍ଗକୁ ମଧ୍ୟ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ସେହିଭଳି ଅନ୍ୟମାନଙ୍କୁ ଟ୍ରାକ୍‌ କରିବାକୁ ଚେଷ୍ଟା କରାଯାଉଥିବା ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri