Posted inଖେଳ

କ୍ୱାରାଣ୍ଟାଇନ୍‌ରେ ରୋନାଲ୍‌ଡୋ

ମିଲାନ, ୬ା୫ (ଏଏଫ୍‌ପି)-ଓ୍ବେଲ୍ସ ଇଣ୍ଟରନ୍ୟାଶନାଲ ଆରୋନ୍‌ ରାମ୍‌ସେ ପ୍ରଥମ ଜୁଭେଣ୍ଟସ ଖେଳାଳି ଭାବେ ଟ୍ରେନିଂ ପାଇଁ ତୁରିନ୍‌ ସ୍ଥିତ ଟିମ୍‌ର ସ୍ପୋଟର୍‌ସ ସେଣ୍ଟରକୁ ଆସିଛନ୍ତି। ଅନ୍ୟପକ୍ଷରେ ଇଟାଲୀକୁ ଫେରିବା ପରେ କ୍ରିଷ୍ଟିଆନୋ ରୋନାଲ୍‌ଡୋ ଦୁଇ ସପ୍ତାହ ପାଇଁ କ୍ୱାରେଣ୍ଟାଇନରେ ଅଛନ୍ତି। କରୋନା ଭାଇରସ୍‌ ଯୋଗୁ ଲକ୍‌ଡାଉନ୍‌ ପାଇଁ ପର୍ତ୍ତୁଗାଲରେ ଦୁଇ ମାସ ପାଖାପାଖି ଅଟକି ରହଥିଲେ। ସୋମବାର ଏକ ପ୍ରାଇଭେଟ୍‌ ଜେଟ ଯୋଗେ ସେ ନର୍ଦର୍ନ ଇଟାଲିକୁ ଫେରିଛନ୍ତି। ପର୍ତ୍ତୁଗାଲ ଜାତୀୟ ଦଳର ଅଧିନାୟକ ରୋନାଲ୍‌ଡୋ ସିରି ଏ’ ଟିମ୍‌ ଜୁଭେଣ୍ଟସ୍‌ର ଫରଓ୍ବାର୍ଡ ପୋଜିଶନରେ ଖେଳିଥାନ୍ତି। ମିଡ୍‌ଫିଲ୍ଡର ରାମ୍‌ସେ ୧୧ ବର୍ଷ ଧରି ଆର୍ସେନାଲ ସହିତ ଖେଳିବା ପରେ ଏହି ସିଜନରେ ଜୁଭେଣ୍ଟସ ଦଳରେ ଯୋଗ ଦେଇଛନ୍ତି। ମାର୍ଚ୍ଚ ୧୦ରେ ଚାମ୍ପିୟନଶିପ୍‌କୁ ସସ୍‌ପେଣ୍ଡ ରଖାଯିବା ପୂର୍ବରୁ ରୁଦ୍ଧଦ୍ୱାରରେ ଇଣ୍ଟରମିଲାନ ବିପକ୍ଷ ମ୍ୟାଚ ଖେଳାଯାଇଥିଲା। ଏଥିରେ ସେ ଜୁଭେଣ୍ଟସରେ ଯୋଗଦେବା ପରଠାରୁ ତାଙ୍କର ଚତୁର୍ଥ ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri