ଖଇରା ବ୍ଲକରୁ ଆଉ ୯ ପଜିଟିଭ ଚିହ୍ନଟ: ଅଛନ୍ତି ବ୍ଲକ କର୍ମଚାରୀ, ସଂଗରୋଧ କେନ୍ଦ୍ରର ରେଷେୟା

ଖଇରା,୧୨।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ଆଉ ୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୋମବାର ସନ୍ଧ୍ୟାରେ ଜଣାପଡ଼ିଛି। ଏଥିମଧ୍ୟରେ ସାରୁଗାଁ, ଡଗରପଡ଼ା, ନନ୍ଦୁର, ଜଳଦା, ସୁଣ୍ଢିରା,ବାରିଙ୍ଗିଆ ଗ୍ରାମର ବ୍ୟକ୍ତି ରହିଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଖଇରା ବ୍ଲକ କର୍ମଚାରୀ ଓ ଅନ୍ୟ ଜଣେ ସଂଗରୋଧ କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତକରି ଦେଉଥିବା ବ୍ୟକ୍ତି ରହିଛନ୍ତି ଜଣାପଡ଼ିଛି।
ଗତ ୫ଦିନ ତଳେ ସାରୁଗାଁ, ସାଦିକପୁର, ସୁଣ୍ଢିରାଠାରେ ଥିବା ଅସ୍ଥାୟୀ ଚିକିତ୍ସା ଶିବିରରୁ ଏହି ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?