ଖଇରାରେ ଆରମ୍ଭ ହେଲା ବିଶୋଧନ

ଖଇରା, ୧୦।୪(ଡି.ଏନ.ଏ.)-ଖଇରା ଅଗ୍ନିଶମ ବିଭାଗ ତରଫରୁ ଖଇରା ବଜାର ତଥା ଅନ୍ୟାନ୍ୟ କାର୍ଯ୍ୟାଳୟରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ଗୁରୁବାର ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ହାଡିବନ୍ଧୁ ସିଂଙ୍କ ନେତୃତ୍ୱରେ ପ୍ରଥମେ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ କରାଯାଇଥିଲା। ପରେ ଖଇରା ଥାନା, ତହସିଲ, ବ୍ଲକ କାର୍ଯ୍ୟାଳୟ ଓ ଖଇରା ବଜାରକୁ ବିଶୋଧନ କରାଯାଇଥିଲା। ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଖଇରା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ପ୍ରମୁଖ ଉପସ୍ଥିତ ହୋଇ କାର୍ଯ୍ୟକୁ ତଦାରଖ କରିଥିଲେ ା ଅପରାହ୍ନରେ କୁପାରୀ ବଜାରକୁ ବିଶୋଧନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?