ଖଟ୍ଟରଙ୍କ ଆସନ ଟଳମଳ, ଏବେ ପ୍ରଶ୍ନ କିଏ ହେବ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଚୁଡାନ୍ତ ପର୍ଯ୍ୟାୟ ଆଡକୁ ଅଗ୍ରସର ହେଉଛି। ଏହି ସମୟରେ ହରିୟାଣାରେ ନିର୍ବାଚନ ହୋଇଥିବା ୯୦ଟି ଆସନର ଫଳାଫଳ ମଧ୍ୟରୁ ଭାଜପା ୩୭ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୪ ଆସନରେ ଆଗୁଆ ରହିଛି। ଏହାର ଏକ୍‌ଜିଟ୍‌ ପୋଲ୍‌ କହୁଥିଲା ୨ଟି ଯାକ ସ୍ଥାନରେ ଭାଜପା ସରକାର ଗଢିବ। ହେଲେ ଏବେ ହରିୟାଣାରେ ଭାଜପା ସ୍ଥିତି ଖରାପ। ଏହାକୁ ଦେଖିଲେ ଲାଗୁଛି ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଆସନ ଏବେ ଟଳମଳ ହେଲାଣି। ହରିୟାଣାରେ ବହୁମତ ପାଇଁ ୪୬ ଆସନ ଆବଶ୍ୟକ ଥିବା ବେଳେ ଏହା ଭାଜପାକୁ ନ ମିଳିପାରେ ବୋଲି ଅନୁମାନ କରାଯାଉଛି। ଏପରି ସ୍ଥଳେ ଭାଜପା ଅଧ୍ୟକ୍ଷ ଅମିତ ଶାହ ଖଟ୍ଟରଙ୍କୁ ଦିଲ୍ଲୀ ଡାକି ସାରିଲେଣି। ଏହି ବୈଠକରେ କ’ଣ ନିଷ୍ପତ୍ତି ନିଆଯିବ ଏବେ ତା’ ଉପରେ ନଜର। ଏପଟେ କଂଗ୍ରେସ ଜେଜେପି ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ହାତେଇ କର୍ନାଟକ ଭଳି ମନ୍ତ୍ରୀମଣ୍ଡଳ ଗଢିବାକୁ ଚାହୁଁଥିବା ଆଲୋଚନା ବି ହେଲାଣି। ତେବେ ଏମିତି ପରିସ୍ଥିତିରେ ସବୁଠାରୁ ବଡ ପ୍ରଶ୍ନ ହୋଇ ମୁଣ୍ଡ ଟେକିଛି କିଏ ହେବ ହରିୟାଣର ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri