ଖଣ୍ଡପଡ଼ା: ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ଖଣ୍ଡପଡ଼ାରେ ୨ଶହ ବର୍ଷ ଧରି ରଥଯାତ୍ରା ଅନୁଷ୍ଠିତ ହେଉଛି ବୋଲି ସ୍ଥାନୀୟ ଲୋକେ କହନ୍ତି ା ମାତ୍ର ଆଉ ୨ ଦିନ ରଥଯାତ୍ରା ଥିବାବେଳେ ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ସାରିଛି। ଏଠାରୁ ୨ଟି ରଥ ବାହାରିଥାଏ ା ଗୋଟିଏ ରଥରେ ରାଜ ପରିବାର ଦ୍ୱାରା ପୂଜିତ ଏକକ ଜଗନ୍ନାଥ ଓ ଦ୍ୱିତୀୟ ରଥରେ ଦେବୋତ୍ତର ବିଭାଗ ତତ୍ତ୍ୱାବଧାନରେ ଥିବା ଶ୍ରୀରଘୁନାଥ ଜୀଉ ମନ୍ଦିରର ପାର୍ଶ୍ୱ ଠାକୁର ଭାବେ ବିରାଜିତ ତିନି ଠାକୁର(ଜଗନ୍ନାଥ, ବଳଭଦ୍ର ଓ ମା’ସୁଭଦ୍ରା) ବିଜେ ହୋଇଥାନ୍ତି ା ରଥଗଡାସ୍ଥିତ ରଥ ଖଳାରେ ମା’ ବାଉତି ଠାକୁରାଣୀଙ୍କ ଆଜ୍ଞାମାଳ ପରେ ମହାରଣାମାନେ ରଥଚକ ଡେରା ସମ୍ପୂର୍ଣ୍ଣ କରିବା ପରେ ଜୋର୍‌ସୋରରେ ରଙ୍ଗଦିଆ କାର୍ଯ୍ୟ କରିବାରେ ଲାଗିଛନ୍ତି ା ଏକକ ଜଗନ୍ନାଥଙ୍କ ରଥ ୮ଟି ଚକ ଦ୍ୱାରା ନିର୍ମାଣ କରାଯାଇଛି। ସେହିପରି ଶ୍ରୀ ରଘୁନାଥ ଜୀଉ ମନ୍ଦିରସ୍ଥିତ ୩ ଠାକୁରଙ୍କ ରଥରେ ମଧ୍ୟ ଆଠଟି ଚକ ଲାଗିବା ସହିତ ଘୋଷଯାତ୍ରା ପୂର୍ବ ଦିନ ରଥରେ କପଡା ଆବରଣ କରାଯିବ ବୋଲି ମହାରଣାମାନେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri