ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ପ୍ରଦୀପଙ୍କ ଘର ଖଣ୍ଡହତା ପଞ୍ଚାୟତର ପୁଇପାଣି ଗ୍ରାମରେ। ଏପରିକି ଖଣ୍ଡହତାରେ ମଧ୍ୟ ତାଙ୍କର ଘର ଏବଂ ଏକ ଔଷଧ ଦୋକାନ ରହିଛି। ସବୁଦିନଭଳି ଗୁରୁବାର ରାତି ୯ଟାରୁ ୧୦ଟା ମଧ୍ୟରେ ସେ ଦୋକାନ ବନ୍ଦ କରି ଘରକୁ ଏକା ଫେରୁଥିବା ପରିବାରଲୋକଙ୍କୁ ଜଣାଇଥିଲେ। ହେଲେ ଏଥିରେ ବିଳମ୍ବ ହେବାରୁ ତାଙ୍କୁ ଖୋଜା ଯାଇଥିଲା। ପରେ ଘରଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସୋନପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ, ପ୍ରଦୀପ ଖଣ୍ଡହତା ସମବାୟ ସମିତିର ସଭାପତି ଏବଂ ବିଜେଡିର ଜଣେ ନେତା ଥିଲେ। ଏହାସହ ତାଙ୍କ ସ୍ତ୍ରୀ ପୂର୍ବରୁ ବୀରମହାରାଜପୁର ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri