ଦିଗପହଣ୍ଡି,୨୫ା୫(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଶୁକ୍ରବାର ୨ଭାଇଙ୍କ ଖଣ୍ଡାଚୋଟରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଏନ. କୃଷ୍ଣମୂର୍ତ୍ତି ରେଡ୍ଡୀ। କୃଷ୍ଣମୂର୍ତ୍ତି ଗାଁ ପୋଖରୀରୁ ଗାଧୋଇ ଘରକୁ ଆସୁଥିବା ବେଳେ ପୂର୍ବ ଯୋଜନା ପ୍ରକାରେ ପଡ଼ିଶା ଘରେ ରହୁଥିବା ଦୁଇ ଭାଇ ରାସ୍ତାରେ ଅଟକାଇ ଖଣ୍ଡାରେ ମୁଣ୍ଡକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ କୃଷ୍ଣମୂର୍ତ୍ତିଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଆମ୍ବତୋଟା ମାଲିକାନା ସ୍ବତ୍ୱକୁ ନେଇ ଦୁଇ ପରିବାର ମଧ୍ୟରେ ଶତ୍ରୁତା ଥିଲା, ଏହାକୁ କେନ୍ଦ୍ରକରି କୃଷ୍ଣମୂର୍ତ୍ତିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ପରିବାର ଲୋକେ କହିଛନ୍ତି। ସନ୍ଧ୍ୟା ସୁଦ୍ଧା ଥାନାରେ ରିପୋର୍ଟ ହୋଇ ନ ଥିବା ଆଇଆଇସି ଗୌରାଙ୍ଗ ଚରଣ ସାହୁ ଜଣାଇଛନ୍ତି।
ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ
କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…
Archives

