ଖତ ଖାଉଛି ‘ଜନନୀ ଏକ୍ସପ୍ରେସ୍‌’

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.)- ଗର୍ଭବତୀମାନଙ୍କୁ ହସ୍ପିଟାଲକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ‘ଜନନୀ ଏକ୍ସପ୍ରେସ୍‌’ ବ୍ୟବସ୍ଥା କରାଯାଇଛି। ହେଲେ ଅବହେଳା କାରଣରୁ କିଛି ସ୍ଥାନରେ ଏହି ଗାଡ଼ିଗୁଡ଼ିକ ଖତ ଖାଉଥିବା ନଜିରକୁ ଆସିଛି। ଏହି କ୍ରମରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଜନନୀ ଏକ୍ସପ୍ରେସ ଗାଡି ଖତ ଖାଉଥିବା ଶୁକ୍ରବାର ଦେଖିବାକୁ ମିଳଛି। ଏହାଦ୍ୱାରା ଯେଉଁ ଉଦ୍ଦେଶ୍ୟ ନେଇ ଏହି ଗାଡିର ବ୍ୟବସ୍ଥା ହୋଇଥିଲା ତାହା ସାଧିତ ହୋଇପାରୁନାହିଁ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri