ଖବରଦାତାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ ଲକ୍‌ଡାଉନ୍‌ରେ ରହିଛି। ଏପରି ସ୍ଥିତିରେ ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ ଜୀବନକୁ ପାଣି ଛଡ଼ାଇ ବିଭିନ୍ନ ଅଞ୍ଚଳ ବୁଲି ଖବର ସଂଗ୍ରହ ଓ ପରିବେଷଣ କରିଚାଲିଛନ୍ତି। ଏ ପରିପ୍ରେକ୍ଷୀରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରତି ସରକାର ଅଦ୍ୟାବଧି ସାମାନ୍ୟତମ ଅନୁକମ୍ପା ପ୍ରଦର୍ଶନ କରି ନାହାନ୍ତି। ଖବରଦାତାମାନଙ୍କୁ ଦିଆଯାଉଥିବା ସ୍ବାସ୍ଥ୍ୟବୀମା ବାବଦରେ ୨ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି ଓ ତାଙ୍କ ପରିବାରର ଅନ୍ୟୁନ ୫ଜଣ ସଦସ୍ୟଙ୍କୁ ଏହି ବୀମା ତାଲିକାଭୁକ୍ତ କରାଯିବା ନିମନ୍ତେ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ସମୟରେ ପ୍ରେସ କ୍ଲବର ସାଧାରଣ ସମ୍ପାଦକ ରଞ୍ଜନ ବାଗ, ବଂଶୀଧର ଜେନା, ଅଜିତ୍‌ ମହାନ୍ତି, ରବି ରାଉତ, ପ୍ରକାଶ ମହାନ୍ତି, ଜ୍ଞାନ ରଞ୍ଜନ ଦାସ, ରମଣୀ ରଞ୍ଜନ ଦାସ, ଆଲୋକ କୁମାର ବାରିକ, ଅଧୀପ କୁମାର ଜେନା, ପ୍ରସନ୍ନଜିତ୍‌ ଆଶ୍‌, ସପନ କୁମାର ବିଶ୍ୱାଳ, ମୃତ୍ୟୁଞ୍ଜୟ ପଟ୍ଟନାୟକ, ମନୋଜ ବିଶ୍ୱାଳ, ଗୋବିନ୍ଦ ରାଠି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri