Posted inରାଜ୍ୟ

ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ

ବିଞ୍ଝାରପୁର,୨୪ା୬(ଡି.ଏନ.ଏ): ବିଞ୍ଝାରପୁର ବ୍ଲକ ଅଧୀନ ସିଂହପୁର ଖରସ୍ରୋତା ନଦୀରେ କୁମ୍ଭୀର କିଛିଦିନ ତଳେ ଦେଖିବାକୁ ମଳିଥିଲ। ଏହି ଘଟଣାପରେ ନଦୀକୁ ଲୋକେ ଯିବାକୁ ଭୟ ମନେ କରୁଛନ୍ତି। ହେଲେକ ଶନିବାର ଅପରାହ୍ନାରେ ଏକ ଥଣ୍ଟିଆଳ କୁମ୍ଭୀର ଘଣ୍ଟିଆଳି ସଲଗ୍ନ ଖରସ୍ରୋତା ନଦୀରେ ଦେଖିବାକୁ ମିଳିଥିଲା। ସ୍ଥାନୀୟଲୋକେ ଏହି କୁମ୍ଭୀରକୁ ଦେଖିବାକୁ ଭିଡ ଜମାଇଥିଲେ। ତେବେ ଖରସ୍ରୋତା ନଦୀରେ କୁମ୍ଭୀର ଦେଖିବା ପରଠାରୁ ନଦୀ ସଂଳଗ୍ନ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ସ୍ନାନ ଶୌଚ କରିବାକ ନଦୀକୁ ଯିବାକୁ ଲୋକେ ଭୟପ୍ରକାଶ କରୁଛନ୍ତି। ଏହି କୁମ୍ଭୀର କୌଣସି କ୍ଷୟକ୍ଷତି ଘଟାଇ ନ ଥିବା ଜଣାପଡିଛି। ତେବେ ଭିତର କନିକା ଅଞ୍ଚଳରୁ ଜୁଆର ପାଣିରେ ଏହି କୁମ୍ବୀର ଚାଲି ଆସି ଥିବା ବନ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri