ଖରାଦିନେ ସାଧାରଣତଃ ତ୍ୱଚା ମଳିନ ପଡ଼ିଯାଏ। ଆପଣ ଚାହିଁଲେ କିଛି ଟିପ୍ସ ଆପଣାଇ ଏଥିରୁ ଆରାମ ପାଇପାରିବେ…
– କଟନ କପଡ଼ାରେ ବରଫ ଖଣ୍ଡକୁ ରଖି ମୁହଁରେ ଘଷନ୍ତୁ। ଏହାଦ୍ୱାରା ତ୍ୱଚାକୁ ଆରାମ ମିଳିଥାଏ ଏବଂ ତ୍ୱଚା କୋମଳ ରହିଥାଏ।
– ସୂର୍ଯ୍ୟକିରଣରେ ମୁହଁ ମଳିନ ପଡ଼ିଯାଇଥିଲେ ବାରମ୍ବାର ଥଣ୍ଡାପାଣିରେ ମୁହଁ ଧୁଅନ୍ତୁ।
– ଟମାଟୋ ପେଷ୍ଟ ପ୍ରସ୍ତୁତକରି ମୁହଁରେ ଲଗାନ୍ତୁ। ଦେଖିବେ ତ୍ୱଚାକୁ କିଛି ମାତ୍ରାରେ ଆରାମ ମିଳିବ।
– ଗୋଲାପ ଜଳରେ ତରଭୁଜ ରସ ମିଶାଇ ୨୦ ମିନିଟ୍ ପର୍ଯ୍ୟନ୍ତ ମୁହଁରେ ଲଗାନ୍ତୁ।
– ଏକ ଚାମଚ ମହୁରେ ଦୁଇଚାମଚ ଲେମ୍ବୁରସ ମିଶାଇ ମୁହଁରେ ଲଗାନ୍ତୁ। ଅଧଘଣ୍ଟା ପରେ ମୁହଁ ଧୋଇଦିଅନ୍ତୁ। ପ୍ରତିଦିନ ଆପଣ ଚାହିଁଲେ ଏପରି କରିପାରିବେ।
– ମୁଠାଏ ରାଶିକୁ ପେଷି ଅଧାକପ୍ ପାଣିରେ ଭିଜାନ୍ତୁ। ଦୁଇଘଣ୍ଟା ପରେ ଏହାକୁ ଛାଣି ମୁହଁକୁ ଧୁଅନ୍ତୁ। ମଳିନ ପଡ଼ିଯାଇଥିବା ତ୍ୱଚାକୁ ଆରାମ ମିଳିବ।
Posted inHome Left, ଜୀବନଚର୍ଯ୍ୟା View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

