ଖରାଦିନେ ପସନ୍ଦ ଆସୁଥିବା ‘ଆଇସ୍‌ଡ ଟି’ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ

ପ୍ରାୟ ସମସ୍ତଙ୍କୁ ଚା ପିଇବାକୁ ଅଧିକ ପସନ୍ଦ ହୋଇଥାଏ। ତେବେ କେତେକ ବ୍ୟକ୍ତି ଏପରି ଅଛନ୍ତି, ଯେଉଁମାନଙ୍କ ଦିନଚର୍ଯ୍ୟା ଚା’ରୁ ଆରମ୍ଭ ହୋଇଥାଏ। ଚା’ ନ ମିଳିଲେ ସେମାନଙ୍କ ମୁଣ୍ଡ ବିନ୍ଧିବା ଭଳି ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ।

ତେବେ ଗରମ ଦିନରେ ଲୋକେ ସାଧାରଣ ଚା’ ଅପେକ୍ଷା ଆଇସ୍‌ଡ ଟି’ ପିଇବାକୁ ପସନ୍ଦ କରିଥାନ୍ତି। ମାତ୍ର ଏହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।

ଡାକ୍ତରଙ୍କ କହିବା ଅନୁଯାୟୀ, ଏହି ଚା’ ପିଇବା କିଡ୍‌ନୀ ପାଇଁ କ୍ଷତିକାରକ। ଏଥିରେ ଥିବା ରସାୟନିକ ପଦାର୍ଥ ଯୋଗୁ କିଡ୍‌ନୀ ଷ୍ଟୋନ୍‌ର ଆଶଙ୍କା ବଢ଼ିଥାଏ।

ଏଥିରେ ସୁଗାର ମାତ୍ରା ଅଧିକ ରହୁଥିବାରୁ ଓଜନ ବଢ଼ିଥାଏ। ଏଣୁ ମଧୁମେହ ରୋଗୀ ଏହା ପିଇବା ଉଚିତ ନୁହେଁ। କାରଣ ଏଥିରେ ସୋଢ଼ା ମିଶାଇ ପିଇବା ଫଳରେ ଏହା ଅଧିକ ମିଠା ହୋଇଯାଇଥାଏ।

ଏହା କୋଲେଷ୍ଟରଲ ବଢ଼ାଇବା ସହିତ ଷ୍ଟ୍ରୋକ୍‌ ସୃଷ୍ଟି କରିଥାଏ।
ଯଦି ଆପଣ ଏହା ପିଇବାକୁ ପସନ୍ଦ କରୁଛନ୍ତି, ତେବେ ବିନା ସୁଗାରରେ ଦିନକୁ ଥରେ ପିଇପାରିବେ। ତେବେ ଏ ନେଇ ଡାକ୍ତରଙ୍କ ପରାମର୍ଶ ଉଚିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି।...

ବେଙ୍ଗାଲୁରୁରେ ନାବାଳିକାଙ୍କୁ ଗଣବଳାତ୍କାର: ଗିରଫ ହେଲେ ୩ ଅଭିଯୁକ୍ତ

ବେଙ୍ଗାଲୁରୁ,୪ା୧: କର୍ନାଟକର ହୁବ୍‌ଲିରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ୩ ଜଣ ନାବାଳକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନଙ୍କ ବୟସ ୧୪ରୁ ୧୫ ବର୍ଷ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ପଞ୍ଚମ ଆଶେସ୍‌ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩

ସିଡ୍‌ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍‌ ଟେଷ୍ଟ କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଜୋ...

ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ

ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି  । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri