ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ମାର୍ଚ୍ଚ ୧୫ରୁ ୩୦ ତାରିଖ ମଧ୍ୟରେ ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ଧାନ ବିକ୍ରି କରିଥିଲେ। ଧାନବିକ୍ରିକୁ ୩ ମାସ ବିତିବା ସତ୍ତ୍ୱେ ଚାଷୀଙ୍କ ଆକାଉଣ୍ଟକୁ ଧାନ ସହାୟକ ମୂଲ୍ୟ ମିଳୁନାହିଁ। ଧାନ ବିକ୍ରି କରିଥିବା ଚାଷୀ ସେବା ସମବାୟ ସମିତିରେ ବହୁବାର ପହଞ୍ଚତ୍ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେବା ସମବାୟ ସମିତିର ସଭାପତିଙ୍କ ପକ୍ଷରୁ ଏ ବିଷୟରେ ଯୋଗାଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଚାଷୀଙ୍କୁ ଧାନ ଟଙ୍କା ମିଳି ନ ଥିଲା। ଗୋଟିଏ ପଟେ ଚାଷୀଙ୍କୁ ଧାନ ଟଙ୍କା ମିଳି ନ ଥିବା ବେଳେ ରବିଧାନ କ୍ରୟ ନ ହେବାରୁ ସମିତି ସଭାପତି କେତେକ ଚାଷୀଙ୍କ ସହିତ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜିଲା ଯୋଗାଣ ଅଧିକାରୀ ରବିନାରାୟଣ ପୃଷ୍ଟି ୨ ଦିନ ମଧ୍ୟରେ ପଦକ୍ଷେପ ଗ୍ରହଣ କରାଯିବାର ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ବିକ୍ଷୋଭରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri