ଖରିଫ୍‌ ଧାନ ଶସ୍ୟବୀମା ପ୍ରଦାନ ଦାବି: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଜମନକିରା,୧୯।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ମିଳିତ ଚାଷୀ ସଂଗଠନ ପକ୍ଷରୁ ଶସ୍ୟବୀମା ରାଶି ପ୍ରଦାନ ଦାବିରେ କୁଚିଣ୍ଡା ଉପଖଣ୍ଡରେ ଥିବା ୫୫ଟି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବା ନିଷ୍ପତ୍ତି ହୋଇଛି। ଏହିକ୍ରମରେ ଜମନକିରା ବ୍ଲକ୍‌ରେ ୨୧ଟିରୁ ଅଦ୍ୟାବଧି ୭ଟି ପଞ୍ଚାୟତ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ପୂର୍ବରୁ ୪ଟି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଥିବା ବେଳେ ଗୁରୁବାର ବଡ଼ରମା, ସିରିଡ଼ ଓ ଟିକିିଲିପଡ଼ା କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ଦାବି ପୂରଣ ନ ହେବା ଯାଏ ପ୍ରତ୍ୟେକ ପଞ୍ଚାୟତ କାର୍ଯ୍ୟାଳୟକୁ ଅଚଳ କରାଇ ଦିଆଯିବ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି।
ଆଜିର ଏହି ଆନ୍ଦୋଳନରେ ବଡ଼ରମା ପଞ୍ଚାୟତ ଚାଷୀ ସୁରକ୍ଷା ସଂଗଠନର ସଭାପତି କମଳଲୋଚନ ପଟେଲ, ସମ୍ପାଦକ ଶ୍ରୀକର ପଧାନ, ଅରବିନ୍ଦ ନାୟକ, ଗୋଲବଦନ ଭୂୟଁା, ଅଙ୍ଗଦ ବାଘ, ଗଣେଶ ବାଘ, ମନୋରଞ୍ଜନ ଦାସ, ସରୋଜ ପଟେଲ, ଚିିତ୍ତରଞ୍ଜନ ସାହୁ, ପର୍ଶୁରାମ ପଟେଲ, ଜଗନ୍ନାଥ ପଟେଲ, ଧର୍ମେନ୍ଦ୍ର ପଧାନ, ମନୋରଞ୍ଜନ ମାକର, ସୁନିଲ ଟପ୍ପୋ, ପ୍ରଶାନ୍ତ ପଟେଲ ଏବଂ ସମରା ମିଞ୍ଜ ପ୍ରମୁଖ ଚାଷୀ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri