ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ପ୍ରଭାବିତ ହୋଇଛି। ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଘରେ ବସି ଶିକ୍ଷାଦାନ କରିବା ନେଇ ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ମହାବିଦ୍ୟାଳୟର ବିିିବିଏ, ଇଟିସି, ଏମ୍‌ଏଫଏ ବିଭାଗ ପକ୍ଷରୁ ଅନଲାଇନ୍‌ କ୍ଲାସ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଉପରୋକ୍ତ ବିଭାଗରେ ଅଧ୍ୟୟନରତ ଶେଷ ବର୍ଷ ତଥା ଶେଷ ସେମିଷ୍ଟର ଛାତ୍ରୀଛାତ୍ରଙ୍କ ପାଠ୍ୟକ୍ରମ ଶେଷ ହୋଇଥିବା ବେଳେ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରଙ୍କୁ ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ ବିଭାଗର ଅଧ୍ୟାପକମାନେ ଶିକ୍ଷାଦାନ କରୁଥିବା ସୂଚାଯାଇଛି। ଅଧ୍ୟକ୍ଷା ପ୍ରଫେସର ଉତ୍ତମା ଜେନାଙ୍କ ତତ୍ତ୍ୱାବଧାନ ଓ ଉପାଧ୍ୟକ୍ଷ ଡ.ସିଦ୍ଧାର୍ଥ ଶଙ୍କର ପାଢୀଙ୍କ ସହଯୋଗରେ ମହାବିଦ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଘର ମଧ୍ୟରେ ଅନଲାଇନ୍‌ ଶିକ୍ଷାଦାନ ବ୍ୟବସ୍ଥା କରାଯାଇଥିବା ବିଭାଗର ମୁଖ୍ୟ ରଶ୍ମିରାଜ ପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri