ଖଳାରେ ପଶି ଧାନ ଖାଇଗଲେ ହାତୀ

ତେଲକୋଇ,୧ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଛାମୁଣ୍ଡା ପଞ୍ଚାୟତର ଗୋଳାବନ୍ଧ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ଗୁରୁବାର ବିଳମ୍ବିତ ରାତିରେ ୧୫ରୁ ଊଦ୍ଧର୍‌ବ ହାତୀ ଚାଷୀ ହୀରାଲାଲ ସାହୁ ଓ ପୁରୁଷୋତ୍ତମ ସାହୁଙ୍କ ଖଳାରେ ପଶି ଅମଳ ହୋଇଥିବା ୧୦୦ରୁ ଅଧିକ ବସ୍ତା ଧାନ ଖାଇବା ସହ ଦଳି ଚକଟି ନଷ୍ଟ କରିଥିଲେ। ଚାଷୀ ଦ୍ୱୟ ବସ୍ତାରେ ଧାନ ଭର୍ତ୍ତିକରି ମଣ୍ଡିକୁ ନେବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ହାତୀପଲ ତାହାକୁ ନଷ୍ଟ କରି ଦେଇଛନ୍ତି। ସେହିପରି ଗ୍ରାମର ସରୋଜ ସାହୁଙ୍କ ବଗିଚାରେ ପଶି ବ୍ୟାପକ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏସଂକ୍ରାନ୍ତରେ ବନାଞ୍ଚଳ ଅଧିକାରୀ ପ୍ରମୋଦ କୁମାର ସେଠୀଙ୍କୁ ପଚାରିବାରୁ ତଦନ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri