ଖାଉଟି ସାମଗ୍ରୀ ଚଢା ଦର ଉପରେ ଲାଗିଲା ଅଙ୍କୁଶ

ଗୁଡଭେଲା,୩୦।୩(ଡିଏନଏ):କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ବ୍ଳକର ବିଭିନ୍ନ ଅଞ୍ଚଳର ବଜାର ବନ୍ଦ ରହିଥିବା ବେଳେ ଖାଉଟି ସାମଗ୍ରୀ, ଔଷଧ ଓ ପନିପରିବା ଦେକାନକୁ ଛାଡି ଅନ୍ୟ ସମସ୍ତ ଦେକାନ ବଜାର ବନ୍ଦ କରାଯାଇଛି ା ଏହାର ସୁଯୋଗ ନେଇ ହଠାତ ଖାଉଟି ସାମଗ୍ରୀ ଦର ଦୁଇ ଗୁଣା ବଢିଯାଇଛି। ଅଭିଯୋଗ ହେବାରୁ ରବିବାର ଜିଲା ପ୍ରଶାସନ ପକ୍ଷରୁ ଖାଉଟି ସାମଗ୍ରୀ ଚଢା ଦର ଉପରେ ଅକୁଶ ଲାଗିଛି। ଆଳୁ କିଲୋ ୨୫ ଟଙ୍କା, ପିଆଜ- ୩୦ ଟଙ୍କା, ଚିନି-୪୦ ଟଙ୍କା, ଅଟା-୩୬ ଟଙ୍କା, ରିଫାଇନ ତେଲ-୮୭ ଟଙ୍କା, ମୁସୁରି ଡାଲି-୭୦ଟଙ୍କା, ବିରି ଡାଲି-ଶହେ ଟଙ୍କା, ମୁଗ ଡାଲି-୯୫ ଟଙ୍କା, ଗୁଡ କିଲୋ ପ୍ରତି ୪୨ଟଙ୍କାରେ ବିକ୍ରି କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନୋଟିସ କରାଯାଇଛି। ଏହାକୁ ଯଦି କୌଣସି ବ୍ୟବସାୟୀ ନମାନନ୍ତି ତେବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri