ଭୁବନେଶ୍ୱର,୨୬।୪: ବର୍ତ୍ତମାନର ଲକ୍ଡାଉନ ସମୟରେ ଫସି ରହିଥିବା ଲୋକମାନଙ୍କୁ କ୍ରେଡାଇ ଓଡ଼ିଶା ପକ୍ଷରୁ ସହାୟତା କରାଯାଇଛି। କଟକ ଏବଂ ଭୁବନେଶ୍ୱରରେ ଗରିବ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ଉଭୟ ସହରର ପ୍ରାୟ ୧୦ ହଜାର ଲୋକଙ୍କୁ ଚାଉଳ, ଚୁଡ଼ା, ଗୁଡ଼, ବିସ୍କୁଟ ଏବଂ ଡାଲି ପ୍ୟାକେଟ ପ୍ରଦାନ କରାଯାଇଛି। ପି.ଆର୍.ମହାରଣାଙ୍କ ନେତୃତ୍ୱରେ ଅନୁଷ୍ଠାନର ସଭାପତି ସ୍ବଦେଶ ରାଉତରାୟ, ସମ୍ପାଦକ ଅନିଲ ଅଗ୍ରଓ୍ବାଲ, ଅଧ୍ୟକ୍ଷ ଏସ୍.ଟି. ତ୍ରିପାଠୀ, ଉପାଧ୍ୟକ୍ଷ ବିନୟ କ୍ରିଷ୍ଣା, ସଦସ୍ୟ ଭବାନୀ ଶଙ୍କର ଗିରି, ସୌରଜିତ ମହାନ୍ତି, ସୂର୍ଯ୍ୟକାନ୍ତ ବେହେରା ଏବଂ ସନ୍ତୋଷ ସାହୁ ପ୍ରମୁଖ ଏଠାରେ ଉପସ୍ଥିତ ଥିଲେ। ଉପସଭାପତି ଉମେଶ ଖଣ୍ଡେଲଓ୍ବାଲ ରନ୍ଧାଖାଦ୍ୟ ଯୋଗାଇ ଦେଇଥିଲେ।
୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର
ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…
ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ
ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…
ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…
ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…
ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…
ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍ ଷ୍ଟାର୍ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…
ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI
ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…
ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ
ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…
ବଢିଗଲା ଦାମ୍! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?
ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…
ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍, ମିଳିବ ଟଙ୍କା…
ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…
Archives

