ଖାଦ୍ୟ ସୁରକ୍ଷାକୁ ନିଶ୍ଚିତ କରାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କରୋନା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଲୋକଙ୍କ ଖାଦ୍ୟ ନିରାପତ୍ତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏପ୍ରିଲ-ମେ-ଜୁନର ଆଗୁଆ ରାଶନ ସାମଗ୍ରୀ କାର୍ଡଧାରୀଙ୍କୁ ଯୋଗାଇ ଦିଆଯାଇଥିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ବିଭାଗ ପକ୍ଷରୁ ୧୧ ଲକ୍ଷ ମେଟ୍ରିକ୍‌ ଟନ୍‌ ଖାଦ୍ୟ ଶସ୍ୟ ଉଭୟ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍‌ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗାଇ ଦିଆଯାଇଛି। ଏ ବାବଦରେ ୯୨ଲକ୍ଷ ୯୬ ହଜାର ୩୨୩ ଜଣ କାର୍ଡଧାରୀ ପରିବାରକୁ ମୋଟ ୫.୬୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଖାଦ୍ୟ ଶସ୍ୟ ବଣ୍ଟନ କରାଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ହିତାଧିକାରୀଙ୍କୁ ଏପ୍ରିଲ, ମେ ଓ ଜୁନ୍‌ର ଏକକାଳୀନ ଚାଉଳ ଓ ଡାଲି ବିନା ମୂଲ୍ୟରେ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri