Posted inଜାତୀୟ

ଖାରଜ ହୋଇନି ଡେଥ୍‌ ଓ୍ବାରେଣ୍ଟ: ନିର୍ଭୟା ଦୋଷୀଙ୍କୁ ହୋଇପାରେ ଫାଶୀ!

ନୂଆଦିଲ୍ଲୀ,୨।୩: ନିର୍ଭାୟା ଗଣବଳାତ୍କାର ମାମଲାର ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ଖାରଜ ହେବା ପରେ ଏବେ ସେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଏହାକୁ ନେଇ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ପଟିଆଲା ହାଉସ କୋର୍ଟଙ୍କୁ କହିଛନ୍ତି ପବନ କ୍ଷମା ଆବେଦନ କରିଥିବାରୁ ଏବେ ଡେଥ୍‌ ଓ୍ବାରେଣ୍ଟ ଉପରେ ସ୍ଥଗିତା ଦେଶ ଜାରି କରାଯିବା ଉଚିତ୍‌। ଏପଟେ ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି ଯେହେତୁ ପବନଙ୍କ କ୍ୟୁରେଟିଭ ପିଟିଶନ ଖାରଜ ହୋଇଯାଇଛି ତାଙ୍କର କ୍ଷମା ଆବେଦନ ରାଷ୍ଟ୍ରପତିଙ୍କ ନିକଟରେ ମଧ୍ୟ ଖାରଜ ହୋଇଯିବ ଓ ମାର୍ଚ୍ଚ ୩ ସକାଳ ୬ଟାରେ ନିର୍ଭୟା ମାମଲାର ଦୋଷୀ ଫାଶୀ ଖୁଣ୍ଟରେ ଝୁଲିବେ। ହେଲେ ଏହା ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା କ୍ଷମା ଆବେଦନ ଉପରେ ନିର୍ଭର କରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri