ଖାଲି ପେଟରେ ଖାଆନ୍ତୁନି ଏସବୁ ଖାଦ୍ୟ : ସ୍ବାସ୍ଥ୍ୟପ୍ରତି ହୋଇପାରେ କ୍ଷତିକାରକ

ସୁସ୍ଥ ଶରୀର ପାଇଁ ପ୍ରତିଦିନ ଆମେ ଖାଦ୍ୟରେ ଫଳ, ପରିବା ଆଦି ସାମିଲ କରିଥାଉ ମାତ୍ର ଏପରି କିଛି ଜିନିଷ ଅଛି ଯାହାକୁ ଠିକ୍‌ ସମୟରେ ନ ଖାଇଲେ ବା ଖାଲିପେଟରେ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଖାଦ୍ୟର ଉପଯୁକ୍ତ ସମୟ ରହିଥିବା ବେଳେ ଏହାକୁ ଠିକ୍‌ ସମୟରେ ନ ଖାଇବା ଫଳରେ ଆମର ଶରୀର ସୁସ୍ଥ ରହିବା ବଦଳରେ ବିଗିଡ଼ିବାରେ ଲାଗିଥାଏ। ଜାଣନ୍ତୁ କେଉଁ ସବୁ ଖାଦ୍ୟ ଖାଲିପେଟରେ ଖାଇବା ଅନୁଚିତ।

କନ୍ଦମୂଳ : କନ୍ଦମୂଳ ଏହା ସ୍ବାସ୍ଥ୍ୟ ପାଇଁ ପୁଷ୍ଟିକର ଖାଦ୍ୟ ହୋଇଥିବାବେଳେ ଏହାକୁ ଖାଲି ପେଟରେ ଖାଇବା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ ହୋଇଥାଏ। ଏହାକୁ ଭୁଲ୍‌ରେ ଖାଇବା ଅନୁଚିତ। ଫଳରେ ଗ୍ୟାଷ୍ଟିକ୍‌ ସମସ୍ୟା ହୋଇଥାଏ।

ଟମାଟୋ: ଏହାକୁ ଖାଲିପେଟରେ ଖାଇବା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ।

କଦଳୀ: ମୋଟା ହେବା ପାଇଁ ଲୋକେ କ୍ଷୀର ସହିତ କଦଳୀ ଖାଇଥାନ୍ତି। ମାତ୍ର ଏହାକୁ ଖାଲି ପେଟରେ ଖାଇବା ଫଳରେ ମ୍ୟାଗ୍ନେଶିୟମର ମାତ୍ରା ବଢ଼ି ଯାଇଥାଏ। ଯାହା ଶରୀରରେ କ୍ୟାଲସିୟମ ସହିତ ମିଶି ରାସାୟନିକ ପ୍ରତିକ୍ରିୟା ସୃଷ୍ଟି କରିଥାଏ।

ସର୍ବତ: ଖାଲି ପେଟରେ ସୋଢ଼ାପାଣି ବା ସର୍ବତ ଫିଇବା ଫଳରେ ଏଥିରେ ଥିବା କାର୍ବୋହାଇଡ୍ରେଟ୍‌ ଅନେକ ସମସ୍ୟା ସୃଷ୍ଟି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri