ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ଶାସନାଧୀନ ଭାଜପା ସରକାର ଖୁବ୍‌ଶୀଘ୍ର ଭାଙ୍ଗିଯିବ। ୨୦୨୫-୨୬ରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri