ଖୁବ୍‌ଶୀଘ୍ର କଳାହାଣ୍ଡିରେ କୋଭିଡ ହସ୍ପିଟାଲ: ଦିନିକିଆ ଗସ୍ତରେ ସ୍ଥିତି ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍‌.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ ହସ୍ପିଟାଲର ସମୀକ୍ଷା କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ ହସ୍ପିଟାଲ କଳାହାଣ୍ଡି ଇଂଜିନିୟରିଂ କଲେଜରେ କାର୍ଯ୍ୟକ୍ଷମ ହେବ। ଏଥିପାଇଁ ପ୍ରସ୍ତୁତି ପାୟ ସମାପ୍ତ ହୋଇଛି। ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଏହା ହେବ ବୋଳି ଜଣାପଡ଼ିଛି। ଏଥିସହ କଳାହାଣ୍ଡିରେ କରୋନା ସ୍ଥିତିକୁ ନେଇ ମଧ୍ୟ ଦୁଇ ସଚିବ ସମୀକ୍ଷା କରିଥିଲେ। ଏହି ସମୟରେ କଳାହାଣ୍ଡି ଜିଲାପାଳ ଗାଭାଳି ପରାଗ ହର୍ଷଦ ଏବଂ ଏସ୍‌ପିି ବି ଗଙ୍ଗାଧର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri