ଖୁବ୍‌ଶୀଘ୍ର ବିବାହ କରିବେ ମଲାଇକା-ଅର୍ଜୁନ

ବେଶ୍‌ କିଛିଦିନ ହେବ ମଲାଇକା ଅରୋଡ଼ା ଏବଂ ଅର୍ଜୁନ କପୁରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। କିନ୍ତୁ ଉଭୟ ଏହା ଉପରେ କୌଣସି ସ୍ପଷ୍ଟ ଟିପ୍ପଣୀ ଦେଇନାହାନ୍ତି। ହେଲେ ଉଭୟଙ୍କ ମଧ୍ୟରେ ଘନିଷ୍ଠତା ଥିବା ଜଣାପଡ଼ିଛି। କୌଣସି ପାର୍ଟି ହେଉ କିମ୍ବା ଅନ୍ୟ କୌଣସି ଇଭେଣ୍ଟ୍‌ ସବୁଥିରେ ଅର୍ଜୁନଙ୍କର ଯେତେ ବି ଫଟୋ ରହିଛି, ସେଥିରେ ମଲାଇକା ପାଖାପାଖି ରହିଛନ୍ତି। କେବଳ ଏତିକି ନୁହେଁ, ନିକଟରେ ମଲାଇକା ନିଜେ ସ୍ବୀକାର କରିଥିଲେ ଯେ, ଉଭୟଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ରହିଛି। ଉଭୟ ବିବାହ କରିବାକୁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ଏହି କାରଣରୁ ଫିଲ୍ମରେ ଅଭିନୟ କରିବାକୁ ସୁଯୋଗ ସବୁ ହାତଛଡ଼ା କରୁଛନ୍ତି। କୁହାଯାଉଛି, ଏହାକୁ ସେମାନେ ‘ହ୍ବାଇଟ୍‌ ୱେଡିଂ’ ନାମରେ ନାମିତ କରିଛନ୍ତି। ଏହି ୱେଡିଂ ଅନୁସାରେ, ସେମାନେ ଈଶାଈ ପରମ୍ପରା ଅନୁସାରେ ବିବାହ କରିବେ। ଅର୍ଥାତ୍‌ ଲୋକଙ୍କ ମତ, ମଲାଇକାଙ୍କ ବିବାହ ୨୦୨୦ ପ୍ରାରମ୍ଭରେ ହୋଇପାରେ। ଏଥିପାଇଁ ସେମାନେ ଇଣ୍ଡଷ୍ଟ୍ରିର କିଛି ଖାସ୍‌ ପରିଚିତ ବ୍ୟକ୍ତି ଏବଂ ନିକଟତମ ସମ୍ପର୍କୀୟଙ୍କୁ ଡାକି ଆଡ଼ମ୍ବର ସହକାରେ ଏକ ଭୋଜି ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri