ଦିଗପହଣ୍ଡି,୧୧ା୧୨(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତ କେ. ସାମନ୍ତରାପୁର ଗାଁରେ ମଙ୍ଗଳବାର ନିରଞ୍ଜନ ରେଡ୍ଡୀଙ୍କୁ ଖୁରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଛି। ସନ୍ଧ୍ୟାରେ ଜି. ନିରଞ୍ଜନ ରେଡ୍ଡୀଙ୍କ ଧାନ ଅଖାରୁ ବହୁ ସଂଖ୍ୟକ କୁକୁୁଡ଼ା ଧାନ ଖାଇ ଦେବାରୁ ନିରଞ୍ଜନ ଉତ୍ତ୍ୟକ୍ତ ହୋଇ କୁକୁଡ଼ାକୁ ପଥର ମାରିଥିଲେ। ଏହି ସମୟରେ କୁକୁଡ଼ା ପୋଷିଥିବା ଗାଁର ଜଣେ ଯୁବକ ସେଠାରେ ପହଞ୍ଚତ୍ ନିରଞ୍ଜନଙ୍କୁ ଗାଳିଗୁଲଜ କରିଥିଲେ। ପରେ ସମ୍ପୃକ୍ତ ଯୁବକ ଘରୁ ଏକ ଧାରୁଆ ଖୁରା ଆଣି ନିରଞ୍ଜନଙ୍କୁ ଆକ୍ରମଣ କରିଥିଲେ। ପରିବାର ଲୋକେ ନିରଞ୍ଜନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରି ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…
ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…
ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…
ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…
ଜୁନାଗଡ଼ ରୋଡ୍ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍ର ଶୁଭାରମ୍ଭ କଲେ ଏମ୍ପି: ୨୨ରୁ ଗଡ଼ିବ ଟ୍ରେନ୍…
ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…
ବାଇକ୍ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…
Archives

