Posted inଜାତୀୟ

ଖେଚୁଡି ପ୍ରସ୍ତୁତିଠାରୁ ଆରମ୍ଭ କରି ରୁଟି ବେଲି ପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୫।୫: ଲୋକସଭା ନିର୍ବାଚନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଉଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି। ଏଥିରେ ମୋଦିଙ୍କୁ କ’ଣ ଖାଇବାକୁ ପସନ୍ଦ ଲାଗେ ବୋଲି ପଚରାଯାଇଥିଲା। ଏହାର ଉତ୍ତରରେ ସେ କହିଥିଲେ, ମିଠା ଏବଂ ଖେଚୁଡି ଖାଇବାକୁ ମୋତେ ପସନ୍ଦ ଲାଗେ। ଖାଦ୍ୟ ଖାଇବାକୁ ଯେତିକି ଭଲ ନ ଲାଗେ ରାନ୍ଧିବାକୁ ତା’ଠାରୁ ଅଧିକ ପସନ୍ଦ ଲାଗେ। ରୋଟି ବେଲିବାଠାରୁ ଆରମ୍ଭ କରି ଖେଚୁଡି ପ୍ରସ୍ତୁତି ପର୍ଯ୍ୟନ୍ତ ମୁଁ ନିଜେ କରିପାରେ। ମୁଁ ଭଲ ରୋଷେଇ କରିପାରେ ବୋଲି ମୋଦି କହିଛନ୍ତି। ଆପଣ ରୋଷଇ କେମିତି ଜାଣିଲେ ବୋଲି ପଚରାଯିବାରୁ ମୋଦି କହିଥିଲେ, ମୋ ଜୀବନ ଏମିତି ବିତିଛି। ଗତ ୫ବର୍ଷ ହେଲା କୌଣସି ଖାଦ୍ୟ ପ୍ରସ୍ତୁତ କରିପାରି ନାହିଁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri