ଖେଳ ହେଲା କାଳ: ଗାଡ଼ିଆରେ ବୁଡ଼ି ୨ ଯାଆଁଳା ଭାଇଙ୍କ ଜୀବନଗଲା

ପାଟଣା,୪।୬(ସ୍ବ.ପ୍ର.): ଦୁଇ ଯମଜ ଭାଇଙ୍କ ଲାଗି ଖେଳ କାଳ ହୋଇଛି। ଖେଳୁ ଖେଳୁ ଗୁରୁବାର ଗଡ଼ିଆରେ ବୁଡ଼ି ୮ ବର୍ଷ ଦୁଇ ଯାଆଁଳା ଭାଇଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଖମଣ ଗାଁ ବାଙ୍କୀ ସାହିରେ। ମୃତ ଯାଆଁଳା ଭାଇଦ୍ୱୟ ହେଲେ ନୂଆ ଖମଣ ବାଙ୍କୀସାହିର ଦୁଷ୍ମନ୍ତ ନାୟକଙ୍କ ପୁଅ ବାଦଲ ଓ ଆକାଶ। ଉଭୟ ଗାଁ ନିକଟରେ ଥିବା ଗଡ଼ିଆ ନିକଟରେ ଖେଳୁ ଥିବା ସମୟରେ ବୁଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ତୁରୁମୁଙ୍ଗା ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଗ ସ୍ଥାନାନ୍ତର କରା ଯାଉଥିବା ବେଳେ ରାସ୍ତାରେ ଉଭୟଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri