ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ଘଟଣାରେ ବାଘମାରୀ ଥାନା ଓସ୍ତପୁର ଗାଁର ମହେଶ୍ୱର ବେହେରା ଓରଫ ମହିଆ(୪୦)ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବା ପରେ ମହିଆଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଅବକାରୀ ବିଭାଗ ପକ୍ଷରୁ ମାମଲା(ନଂ. ୫୭/୧୯) ରୁଜୁ କରାଯାଇ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?