ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ବିପର୍ଯ୍ୟୟ ରାଜସ୍ବ ସଚିବ: ପଚାରି ବୁଝିଲେ ରୋଗୀଙ୍କ ସମସ୍ୟା

ଖୋର୍ଦ୍ଧା ଅଫିସ,୬।୧୧: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ବିପର୍ଯ୍ୟୟ ରାଜସ୍ବ ସଚିବ ନିକୁଞ୍ଜ ବିହାରୀ ଧଳ ବୁଧବାର ପୂର୍ବାହ୍ନରେ ପହଞ୍ଚି ରୋଗୀ ସେବା ବିଷୟରେ ପଚାରି ବୁଝିଛନ୍ତି । ଏହା ସହ ରୋଗୀଙ୍କ ସ୍ବାସ୍ଥ୍ୟ ସେବା ନେଇ ଆଲୋଚନା କରିଛନ୍ତି। ସ୍ବାସ୍ଥ୍ୟ ସେବା ସମ୍ପର୍କରେ ସେ କହିଛନ୍ତି ଯେ, ଅଲ୍‌ଟ୍ରାସାଉଣ୍ଡ ପରୀକ୍ଷାଗାରରେ ବିଶେଷ ସମସ୍ୟା ରହିଛି । ଆଗାମୀ ଦିନରେ ଏହିସବୁ ଦିଗକୁ ଗୁରୁତ୍ୱ ଦିଆଯିବ। ସଚିବଙ୍କ ସହିତ ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଏଡିଏମ୍‌ଓ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?