ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା ବେଳେ ଶିଶୁପାଳଗଡ଼ର ଜଣେ ଓ ବିଏମ୍‌ସି ଅଞ୍ଚଳର ଜଣେ ରହିଛନ୍ତି। ସେହିପରି ଖୋର୍ଦ୍ଧା ବେଗୁନିଆ ବ୍ଲକ ହୀରାପୁର ପଞ୍ଚାୟତ ଗାଲଭାର ଗ୍ରାମର ୨ଜଣ ଆକ୍ରାନ୍ତ ଥିବା ଜଣାପଡିଛି ।
ଗାଲଭାର ଗ୍ରାମର ଆକ୍ରାନ୍ତ ଦ୍ୱୟ ବାପପୁଅ ବୋଲି ଜଣାପଡ଼ିଛି। ତେବେ ଉଭୟ କ୍ବାରାଣ୍ଟାଇନ ସେଣ୍ଟରରେ ଥିଲେ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri