ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ

ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର ଅନ୍ତର କରାଯାଉଥିବା ଭାଜପା ପକ୍ଷରୁ ଏକ ଅଭିଯୋଗପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଖଣ୍ଡାୟତରାୟଙ୍କ ନେତୃତ୍ୱରେ ଦଳର ପୂର୍ବତନ ଜିଲା ସଭାପତି ଅଜୟ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମୀରଞ୍ଜନ ମହାପାତ୍ର, ରାଜ୍ୟ କୃଷକ ମୋର୍ଚ୍ଚାର ଉପସଭାପତି ରଞ୍ଜନ ମଙ୍ଗରାଜ, ନଗର ସଂଯୋଜକ ଗଗନ ମଲ୍ଲ, ପୂର୍ବତନ ନଗର ସଭାପତି ଦେବବ୍ରତ ଆଚାର୍ଯ୍ୟ, ପୂର୍ବତନ କାଉନସିଲର ଜାନକୀ ବଲ୍ଲଭ ବେହେରା, ଅରବିନ୍ଦ ରାଉତରାୟ, ଲୋକନାଥ ପ୍ରଧାନ, ଜିଲା ସମ୍ପାଦିକା ମିନା କୁମାରୀ ଦାସ ପ୍ରମୁଖ ଦଳୀୟ କର୍ମୀ ଅଭିଯୋଗପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri