ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା ପ୍ରାର୍ଥୀଙ୍କଠାରୁ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ଜ୍ୟୋତିନ୍ଦ୍ରନାଥ ମିତ୍ର ୩୦,୯୭୧ ଖଣ୍ଡ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ କାଳୁ ଖଣ୍ଡାୟତରାୟ ୨୦,୭୯୩ ଖଣ୍ଡ ଭୋଟ ପାଇଛନ୍ତି।
ଚିଲିକା
ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ବିଧାନସଭାରେ ବିଜେଡିର ପ୍ରଶାନ୍ତ ଜଗଦେବ ୧୫୫୦ ଭୋଟରେ ଆଗୁଆ ଅଛନ୍ତି। ପ୍ରଶାନ୍ତ ୧୮,୪୮୨ଖଣ୍ଡ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ୧୬, ୯୩୨ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ କୁମାର ସ୍ବାଇଁ ୧୭୯୯ ଖଣ୍ଡ ଭୋଟ ପାଇଛନ୍ତି।
ବେଗୁନିଆ
ଷଷ୍ଠ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୩,୭୮୨ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୧୭, ୧୫୮ଖଣ୍ଡ ଭୋଟ ପାଇଥିବାବେଳେ କଂଗ୍ରେସର ପ୍ରଦୀପ କୁମାର ସାହୁ ୧୩,୩୭୨ଖଣ୍ଡ ଭୋଟ ସହ ଦ୍ୱିତୀୟ ଏବଂ ଭାଜପାର ରିଷଭ ନନ୍ଦ ୫,୨୪୭ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିଆ, ସାମ୍ନାକୁ ଆସିଲା ପ୍ରଥମ Video

ମୁମ୍ବାଇ,୫।୩: ପୂର୍ବତନ ଭାରତୀୟ କ୍ରିକେଟର ତଥା କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମୁମ୍ବାଇରେ ସାନିଆ ଚନ୍ଦୋକଙ୍କୁ ବହୁତ ଧୁମଧାମରେ ​​ବିବାହ କରିଛନ୍ତି ।…

ବିଜୁବାବୁଙ୍କ ନିର୍ଭୀକ ନେତୃତ୍ୱକୁ ନେଇ ନେତା କହିଲେ…

ପାଟଣା,୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ୧୧୦ତମ ବିଜୁ ଜୟନ୍ତୀ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ସନ୍ନିକଟ କଲ୍ୟାଣମଣ୍ଡପଠାରେ ବିଜେଡି ତରଫରୁ ଗୁରୁବାର…

ନୀତୀଶଙ୍କ ପରେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଏହି ୫ ନାମ, ଜାଣନ୍ତୁ ସେମାନେ କିଏ…

ବିହାର,୫।୩: ହୋଲି ଅବସରରେ ବିହାର ରାଜନୀତି ଜୋର ଧରିଛି। ହୋଲିରେ ହିଁ ବିହାରରେ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଆଲୋଚନା ଆରମ୍ଭ ହୋଇଛି। ପ୍ରାରମ୍ଭରେ ଏହା ବିଶ୍ୱାସଯୋଗ୍ୟ ନଥିଲା,…

ଦିନଦ୍ୱିପ୍ରହରରେ ଭଞ୍ଜନଗର କୋର୍ଟ ଆଗରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ଖେଳିଗଲା ଆତଙ୍କ

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଦିନଦ୍ୱିପ୍ରହରରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ବୁଦୁଲୀର ଅଶୋକ ସାଇଁ…

ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ…

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କୁ ପୁଷ୍ପମାଲ୍ୟ: ବିଜୁ ବାବୁ ଅମର ରହେ ସ୍ଲୋଗାନରେ ପ୍ରକମ୍ପିତ ହେଲା ଅଞ୍ଚଳ

ଗଞ୍ଜାମ,୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଷ୍ଟେଶନ ରୋଡ଼ ସାମନ୍ତରା ସାହି ଛକଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଏନଏସି ବିଜେଡି ପକ୍ଷରୁ…

ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….

ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦…

ଓଡ଼ିଶାରେ ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୫।୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri