ଖୋର୍ଦ୍ଧାରୁ ୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତମାନେ ବାଲୁଗାଁ, ବୋଲଗଡ଼, ବାଲିପାଟଣା, ଜଟଣୀ ବ୍ଲକର

ଖୋର୍ଦ୍ଧା ଅଫିସ,୨୧।୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୭କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲୁଗାଁ, ବୋଲଗଡ଼, ବାଲିପାଟଣା ଓ ଜଟଣୀ ବ୍ଲକରୁ ଏହି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଲୁଗାଁରୁ ୪ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ, ସେ ତାମିଲନାଡୁ ଫେରନ୍ତା। ଅନ୍ୟ ଜଣେ ୪୦ବର୍ଷୀୟ ମହାରାଷ୍ଟ୍ର, ୨୨ବର୍ଷୀୟ ପୁରୁଷ କେରଳ ଏବଂ ଅନ୍ୟ ଜଣେ ବଉଳବନ୍ଧ ଫେରନ୍ତା। ବୋଲଗଡ ବ୍ଲକରୁ ଜଣେ ୨୯ବର୍ଷୀୟ ପୁରୁଷ ସେ ଉତ୍ତରପ୍ରଦେଶ ଫେରନ୍ତା, ବାଲିପାଟଣା ବ୍ଲକରୁ ଜଣେ ୨୭ ବର୍ଷୀୟା ମହିଳା ସେ ଦିଲ୍ଲୀ ଫେରନ୍ତା ଏବଂ ଅନ୍ୟ ଜଣେ ଜଟଣୀ ବ୍ଲକରୁ ୪୨ ବର୍ଷୀୟ ପୁରୁଷ ସେ ହାୱଡା ଫେରନ୍ତା ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କେନ୍ଦ୍ରରେ ରହୁଥିଲେ । ସମସ୍ତଙ୍କୁ ଭୁବନେଶ୍ବର ସ୍ଥିତ କୋଭିଡ-୧୯ ମେଡିକାଲକୁ ପଠାଇ ଦିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri