ଖୋର୍ଦ୍ଧାରେ ମହିଳା କୋର୍ଟ ଉଦ୍‌ଘାଟିତ

ଖୋର୍ଦ୍ଧା ଅଫିସ,୨୪।୧୧: ଓଡ଼ିଶାର ପ୍ରଥମ ମହିଳା କୋର୍ଟ ଖୋର୍ଦ୍ଧା ଅଦାଲତ ପରିସରରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସିନିୟର ଡିଭିଜନ ସିଭିଲ ଜଜ୍‌ କମ୍‌ ସେସନ ଜଜ୍‌ କୋର୍ଟକୁ ମୁଖ୍ୟଅତିଥି ରୂପେ ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର ମିଶ୍ର ଉଦ୍‌ଘାଟନ କରିଛନ୍ତି। ଏହି କୋର୍ଟରେ ଦେୱାନୀ ଓ ଫୌଜଦାରି ମକଦ୍ଦମା ଦାଏର କରାଯିବ। ଖୋର୍ଦ୍ଧା ବାର ଆସୋସିଏଶନର ସଭାପତି ପ୍ରାଣକୃଷ୍ଣ ଦଳବେହେରାଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଜିଲା ଜଜ୍‌ ସତ୍ୟ ନାରାୟଣ ମିଶ୍ର, ରେଜିଷ୍ଟ୍ରାର ଭିଜିଲାନ୍ସ ଲଳିତ କୁମାର ଦାସ, ଖୋର୍ଦ୍ଧା ଅତିରିକ୍ତ ଦୌରାଜଜ୍‌ ଧନୁର୍ଦ୍ଧର ସେନାପତି, ଖୋର୍ଦ୍ଧା ବାର ଆସୋସିଏଶନର ସମ୍ପାଦକ ପ୍ରଦୀପ କୁମାର ଦାସ, ଉପସଭାପତି ପ୍ରଫୁଲ୍ଲ କୁମାର ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri