ଖୋର୍ଦ୍ଧାରେ ୩ ନୂଆ ପଜିଟିଭ୍‌ ଚିହ୍ନଟ: ଜିଲାରେ ୫୯ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧା ଜିଲାରେ ରବିବାର ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ହୋଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ଅନ୍ୟ ଦୁଇଜଣ କ୍ୱାରାଣ୍ଟଇନ ସେଣ୍ଟରରେ ଥିଲେ। ସେଥିରୁ ଚିଲିକା ବ୍ଲକର ୨ ଏବଂ ବେଗୁନିଆ ବ୍ଲକର ଜଣେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିଟିଲାଗଡ଼ ରାସ୍ତାର ମର୍ମନ୍ତୁଦ ଦୁର୍ଘଟଣା: ହଠାତ୍‌ ଗଛକୁ ପିଟିଲା କାର

ବଲାଙ୍ଗୀର,୨୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରାସ୍ତାର ନାଇକେନଶିରା ଛକ ବୁଲାଣି ଛକ ନିକଟରେ ରବିବାରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏକ କାର…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ…

କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ…

ବନ୍ଧ ଖୋଳିବାକୁ ନେଇ ଉତ୍ତେଜନା: ଥାନାରେ ଏତଲା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତରେ ଚାଷ ଜମିରେ ଏକ ବନ୍ଧ ଖୋଳାକୁ ନେଇ କଦମଗୁଡା ଓ ଖତପୁଟ ଗ୍ରାମବାସୀଙ୍କ ମଧ୍ୟରେ…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

ଭଞ୍ଜନଗର ଥାନାରେ ଏତଲା ଦେଲା କଂଗ୍ରେସ, ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ୩ ଦୁର୍ମୂଲ୍ୟ ରତ୍ନ ଚୋରି ଅଭିଯୋଗ

ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)- ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରର ରତ୍ନଭଣ୍ଡାର ରୁ ତିନୋଟି ରତ୍ନ ଅଳଙ୍କାର ନିଖୋଜ ବା ଚୋରି ହୋଇଥିବା ନେଇ କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।…

ସେରୁବନ୍ଧ ଖଣି ପାହାଡ଼ ନିକଟବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ ସାକ୍ଷାତ କରି ଫେରିଲା କଂଗ୍ରେସ କେନ୍ଦ୍ରୀୟ କମିଟି

ପଟ୍ଟାଙ୍ଗି,୨୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ଥିବା ସେରୁବନ୍ଧ ଖଣି ପାହାଡ଼ ନିକଟ ବର୍ତ୍ତି କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କୁ କଂଗ୍ରେସ ଦଳର ଏକ କେନ୍ଦ୍ରୀୟସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri