ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ ୬ରୁ ୭ ପର୍ଯ୍ୟନ୍ତ ଏହି ସେବା ବନ୍ଦ ରହିବ। ଏଥିରେ ଜନସାଧାରଣଙ୍କୁ ସହଯୋଗ କରିବାକୁ ଅନୁରୋଧ କରାଯାଉଛି ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଅପରପକ୍ଷେ ଗୋ-ଖାଦ୍ୟ, କୁକୁଡ଼ା ଖାଦ୍ୟ, ମତ୍ସଖାଦ୍ୟ ସମେତ ଅନ୍ୟାନ୍ୟ ପଶୁଖାଦ୍ୟକୁ ଅତ୍ୟାବଶ୍ୟକ ସାମଗ୍ରୀରେ ଅନ୍ତର୍ଭୁକ୍ତ କରାଯାଇଛି। ସେଗୁଡ଼ିକୁ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେଜରାତି ଦୋକାନରେ ପଶୁଖାଦ୍ୟ ବିକ୍ରି କରାଯାଇପାରିବ ବୋଲି ମଧ୍ୟ ବାଗ୍‌ଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri