Posted inଜାତୀୟ

ଖୋଲାରେ ଶୌଚ: ଲଜ୍ଜା ଯୋଗୁ ମୂଷାମରା ଜହର ଖାଇଲେ ମହିଳା

ରାଞ୍ଚି, ୨୮।୫: ଝାଡ଼ଖଣ୍ଡ ଦଓ୍ବେଘରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ମହିଳା ବାହାରେ ଶୌଚ ହେବା ଲଜ୍ଜାରୁ ମୁକ୍ତ ପାଇବା ଲାଗି ଘରେ ଥିବା ମୂଷାମରା ଜହର ଖାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବାହାରେ ଶୌଚ ହେବାକୁ ମହିଳା ସୀମା ଦେବୀ ଅମଙ୍ଗ ହେଉଥିଲେ। ଏନେଇ ତାଙ୍କୁ ମାନସିକ ଆଘାତ ଲାଗିବାରୁ ସେ ଏଭଳି କରିଥିବା ତାଙ୍କ ସ୍ବାମୀ ସୂରଜ ଚନ୍ଦ୍‌ କହିଛନ୍ତି। ଏନେଇ ସ୍ଥାନୀୟ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି। ପ୍ରଶାସନ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri