ଖ୍ରୀଷ୍ଟପୁର ଗ୍ରାମରେ ଓଲଟିଲା ବସ୍‌

ଆର୍‌ .ଉଦୟଗିରି,୧୯।୬: ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର
ଗ୍ରାମରେ ଘରୋଇ ବସ୍‌ ଗାନ୍ଧୀ (ଓଡି-୧୫-ଏଚ୍‌- ୬୬୮୮) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରାୟଗଡ଼ାରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା। ବସ୍‌ରେ ୩୦ ଜଣ ଯାତ୍ରୀ ଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ମଧ୍ୟରୁ ୪ଜଣ ଗୁରୁତର ହେବାରୁ ସେମାନଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକଲକୁ ସ୍ଥାନାନ୍ତର କରାଯାଇଛି। ଡ୍ରାଇଭର ଫେରାର ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri