Posted inଜାତୀୟ

ଗଗନୟାନ ମିଶନ: ପ୍ରଥମ ପର୍ଯ୍ୟାୟରେ ୧୦ ପାଇଲଟ୍‌ଙ୍କୁ ଚୟନ କଲା ଭାରତୀୟ ବାୟୁସେନା

ଶ୍ରୀହରିକୋଟା,୯।୯: ଭାରତର ଗଗନୟାନ ମିଶନ ପାଇଁ ୧୦ ପାଇଲଟଙ୍କୁ ବାୟୁସେନା ଚୟନ କରିଛି। ଏହି ମିଶନ ଅନ୍ତର୍ଗତ ୩ ଜଣ ପାଇଲଟ ୭ ଦିନ ଧରି ମହାକାଶ ଯାତ୍ରା କରିବେ। ଚୟନ ହୋଇଥିବା ପାଇଲଟ ଆସନ୍ତା ନଭେମ୍ବର ପରେ ତାଲିମ୍‌ ପାଇଁ ରୁଷିଆ ଯିବାର କାର୍ଯ୍ୟକ୍ରମ ରହିଛି। ଇସ୍ରୋ ଏବଂ ବାୟୁସେନାର ମିଳିତ ସହଯୋଗରେ ଏହି ମିଶନ କାର୍ଯ୍ୟ କରିବ। ପାଇଲଟଙ୍କୁ ଶାରୀରିକ ଯାଞ୍ଚ୍‌, ପ୍ରୟୋଗଶାଳା ଯାଞ୍ଚ୍‌, ରେଡିଓଲୋଜିକାଲ୍‌ ଟେଷ୍ଟ୍‌, କ୍ଲିନିକାଲ୍‌ ଟେଷ୍ଟ୍‌ ଏବଂ ମନୋବୈଜ୍ଞାନିକ ଟେଷ୍ଟ୍‌ ଆଧାରରେ ଚୟନ କରାଯାଇଛି। ସୂଚନାଯୋଗ୍ୟ, ପ୍ରଥମେ ଏଥିପାଇଁ ଭାରତୀୟ ବାୟୁସେନା ୨୫ ଜଣ ପାଇଲଟ୍‌ଙ୍କୁ ଚୟନ କରିଥିଲା। ତେବେ ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ୧୦ ଜଣ ପାଇଲଟ ଚୟନ ହୋଇଛନ୍ତି। ଏହାପରେ ପରବର୍ତ୍ତୀ ପର୍ଯ୍ୟାୟ ପରୀକ୍ଷଣ କରାଯାଇ ଚୂଡ଼ାନ୍ତ ପର୍ଯ୍ୟାୟରେ ୩ ଜଣଙ୍କୁ ଚୟନ କରାଯିବ। ୨୦୨୨ରେ ସେମାନଙ୍କୁ ମହାକାଶ ଯାତ୍ରାରେ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri