ଗଙ୍ଗା କୂଳରେ ହେଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ବାୟୋପିକ୍‌ର ସ୍ପେଶାଲ ସ୍କ୍ରିନିଂ

ରିଷିକେଶ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନି ଉପରେ ଆଧାରିତ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ ବାୟୋପିକ୍‌ର ସ୍ପେଶାଲ ସ୍କ୍ରିନିଂ ରିଷିକେଶର ପରମାର୍ଥ ନିକେତନ ଆଶ୍ରମ ନିକଟ ଗଙ୍ଗାକୂଳରେ କରାଯାଇଛି। ଏଥିରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ବହୁ ଲୋକ ବାୟୋପିକ୍‌ର ମଜା ଉଠାଇଛନ୍ତି। ତେବେ ମୋଦିଙ୍କ ଚା’ ବିକିବାଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ହେବାର ସମସ୍ତ କାହାଣୀକୁ ଏଥିରେ ସ୍ଥାନିତ କରାଯାଇଛି। ଏହି ସ୍କ୍ରିନିଂ ଅବସରରେ ଫିଲ୍ମର ମୁଖ୍ୟ ନାୟକ ବିବେକ ଓବରଏ ମଧ୍ୟ ସେଠାରେ ପହଞ୍ଚିଥିଲେ। ଏହା ବ୍ୟତିତ ଫିଲ୍ମର ପ୍ରଯୋଜକ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଗିରିଶ ମହାଜନ, ବିଧାନସଭା ଅଧ୍ୟକ୍ଷ ପ୍ରେମଚନ୍ଦ ଅଗ୍ରଓ୍ବାଲ ଆଦି ପହଞ୍ଚିଥିଲେ। ଫିଲ୍ମରେ ବିବେକଙ୍କ ବ୍ୟତିତ ବୋମନ ଇରାନି, ମନୋଜ ଯୋଶୀ, ରାଜେନ୍ଦ୍ର ଗୁପ୍ତା, ଜରିନା ବାହଓ୍ବ ଆଦି ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri