‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲୀଙ୍କ ଅପ୍‌ କମିଂ ଫିଲ୍ମ ‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏହି ଫିଲ୍ମର ଟାଇଟଲ୍‌କୁ ନିଜ ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଶେୟାର ହେବାର କିଛି ସମୟ ପରେ ଏହା ଭାଇରାଲ ହୋଇଛି। ପୋଷ୍ଟରରେ ଫିଲ୍ମର ନାମକୁ ଇଂଲିଶରେ ଲେଖାହୋଇଥିବା ଦେଖିବାକୁ ମିଳିଛି। ତେବେ ଏହି ଫିଲ୍ମର ପ୍ରଥମ ଲୁକ୍‌ ବୁଧବାର ଅର୍ଥାତ ଜାନୁୟାରୀ ୧୫ରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି। ଏଥିରେ ଦର୍ଶକେ ଆଲିଆଙ୍କ ଦମଦାର ଅଭିନୟକୁ ଦେଖିପାରିବେ। ଆଲିଆ ଏହି ଫିଲ୍ମରେ ଜଣେ ଗଙ୍ଗୁବାଇ କଠିଆଓ୍ବାଡିଙ୍କ ଚରିତ୍ରରେ ନଜର ଆସିବାକୁ ଥିବା ବେଳେ ଏହା ତାଙ୍କ ପାଇଁ ଚ୍ୟାଲେଞ୍ଜିଂ ରହିବ। ଏହି ଫିଲ୍ମ ସେପ୍ଟେମ୍ବର ୧୧ରେ ବଡ଼ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri