ଗଛ ଲଗାଇ ପାଳିଲେ ବିଶ୍ୱ ପରିବେଶ ଦିବସ

ବାଲେଶ୍ୱର ଅଫିସ, ୫।୬: ବାଲେଶ୍ୱର ଜିଲାରେ ବିଭିନ୍ନ ବ୍ଲକରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଯୁବଗୋଷ୍ଠୀମାନେ ଗଛ ଲଗାଇ ବିଶ୍ୱ ପରିବେଶ ଦିବସ ପାଳିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ଯୁବଗୋଷ୍ଠୀଙ୍କୁ ପରିବେଶ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବା ପାଇଁ ନିବେଦନ କରିବା ପରମ୍ପରା ସୃଷ୍ଟି କରିଛନ୍ତି। ‘ଆଚ୍ଛା’ ସଙ୍ଗଠନ ଶୁକ୍ରବାର ବିଭିନ୍ନ ଅଞ୍ଚଳରେ ଚାରାରୋପଣ କରିବା ସହ ଚାରାର ରକ୍ଷଣାବେକ୍ଷଣ ଦାୟିତ୍ୱ ନିଜେ ସ୍ବେଚ୍ଛାସେବୀମାନେ ଗ୍ରହଣ କରିଛନ୍ତି। ସଙ୍ଗଠନ ସଭାପତି ବିସ୍ମିତ ରଞ୍ଜନ ଦାସ ସୂଚନା ଅନୁସାରେ ସଦର, ରେମୁଣା, ବାହାନଗା, ସିମୁଳିଆ ଓ ଜଳେଶ୍ୱର ବ୍ଲକରେ ସଙ୍ଗଠନ ପକ୍ଷରୁ ୨ଶହରୁ ଊର୍ଦ୍ଧ୍ୱ ଫଳ ଓ ଔଷଧୀୟ ଗଛ ବିଭିନ୍ନ ଲୋକଙ୍କ ବାଡ଼ି ବଗିଚାରେ ଲଗାଯାଇଛି। ସେଗୁଡ଼ିକର ରକ୍ଷଣାବେକ୍ଷଣ ବାଡ଼ି ମାଲିକଙ୍କୁ ହସ୍ତାନ୍ତର କରିଥିବା ଜଣାଇଛନ୍ତି। ସଂଯୋଜକ ରାକେଶ କୁମାର ଶିଅଳ ଓ ରାକେଶ କୁମାର ବେହେରା, ଉପସ୍ବାସ୍ଥ୍ୟ ସଂଯୋଜକ ଅନ୍ତର୍ଯ୍ୟାମୀ ବେହେରା, ସମ୍ପାଦକ ରଣଜିତ କୁମାର ପୃଷ୍ଟି ପ୍ରମୁଖ ଉକ୍ତ କାର୍ଯକ୍ରମରେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri