ଗଛକଟା ହେଲା କାଳ: ୟୁକାଲିପ୍‌ଟସ କାଟିବା ସମୟରେ ବ୍ୟକ୍ତଙ୍କ ଜୀବନଗଲା

ତାଳଚେର,୪।୬(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ସୌଭାଗ୍ୟ ନଗରରେ ଗଛ କାଟିବା ସମୟରେ ମଙ୍ଗଳବାର ଗଛପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକାନ୍ତ ବେହେରା(୩୦)। ଶ୍ରୀକାନ୍ତ ସୌଭାଗ୍ୟ ନଗରର ଦୁର୍ଯ୍ୟୋଧନ ବେହେରାଙ୍କ ଗଛ କାଟିବାକୁ ଯାଇଥିଲେ। ଏକ ୟୁକାଲିପ୍‌ଟସ ଗଛ କାଟିବା ସମୟରେ ତାଙ୍କ ଉପରେ ଖସି ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉପଖଣ୍ଡ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତାଳଚେର ପୋଲିସ ୧୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri