ଗଛକଟାକୁ ନେଇ ମାଡ଼ ଖାଇବାରୁ ଲଜ୍ଜାରେ ଫାଶୀ ଦେଲେ ଯୁବକ

ଖଇରା,୨୧।୩(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଗଗନଧୂଳି ପଞ୍ଚାୟତ ଅଧୀନ ତେନ୍ତୁଳିଆପଡ଼ା ଗ୍ରାମରେ ଗଛ କଟାକୁ ନେଇ କିଛି ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ତେବେ ଏହି ଘଟଣାରେ ମାଡ ଖାଇବା ପରେ ଭାଗୀରଥି ଦାସ ନାମକ ଜଣେ ଯୁବକ ଆତ୍ମହତ୍ୟା କରିଥିବା ପରିବାର ଲେକ କହିଛନ୍ତି।
ପରିବାର ଲୋକଙ୍କ କହିବା ଅନୁଯାୟୀ, ଶନିବାର ଗଛ କଟାକୁ କେନ୍ଦ୍ର କରି ଭାଗିରଥିଙ୍କ ସହ ଗ୍ରାମର କେତେକ ଯୁବକଙ୍କ ସହ ଯୁକ୍ତିତର୍କ ହୋଇଥିଲା । ରାତିରେ ଉକ୍ତ ଯୁବକ ମାନେ ମିଳିତ ଭାବେ ଭାଗୀରଥିଙ୍କ ଘରେ ପଶି ପରିବାର ଲୋକଙ୍କ ସମ୍ମୁଖରେ ତାଙ୍କୁ ମାଡ ମାରିଥିଲେ ।ଏଥିରେ ଲଜ୍ଜିତ ଅନୁଭବ କରି ମାନସିକ ଭାରସାମ୍ୟ ହରାଇ ଭାଗୀରଥି ବେକରେ ଶାଢି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ଖଇରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri