ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର ଗାଡିଟିର ଆଗ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଶେରଗଡ଼ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଡେଙ୍ଗାଓସ୍ତାରୁ ଏହି ପିକ୍‌ଅପ୍‌ ଚାଉଳ ବୋଝେଇ କରି ଆସିକା ଅଭିମୁଖେ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପ୍ରବଳ ବର୍ଷା; ୧୦ ଗ୍ରାମ ଜଳବନ୍ଦୀ, ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଦାବି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି । ଡହ ଜଳଭଣ୍ଡାର ଅଞ୍ଚଳରେ ବୁଧବାର ସନ୍ଧ୍ୟା ୬ଟାରୁ…

ଭାଜପାକୁ ଶକ୍ତ ଝଟ୍‌କା: ବାରାଣସୀର ୨ ସମେତ ୫ ଆସନରେ ଏସ୍‌ପି ବିଜୟୀ

ନୂଆଦିଲ୍ଲୀ/ଲକ୍ଷ୍ନୌ,୨୯ା୧୦:ଉତ୍ତରପ୍ରଦେଶ, କର୍ନାଟକ, ବିହାର ଓ ମହାରାଷ୍ଟ୍ର ବିଧାନ ପରିଷଦ (ଏମ୍‌ଏଲ୍‌ସି)ର ମୋଟ ୨୮ ଆସନ ପାଇଁ ହୋଇଥିବା ନିର୍ୱାଚନ ଫଳାଫଳ ବୁଧବାର ଘୋଷଣା କରାଯାଇଛି। ଭାଜପା ନେତୃତ୍ୱାଧୀନ…

ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ…

ଛାତ୍ରଛାତ୍ରୀଙ୍କୁ ଆଡମିଶନ ଫି ଫେରସ୍ତ କଲା ଉଚ୍ଚଶିକ୍ଷା ବିଭାଗ: ୧.୧୧ ଲକ୍ଷ ଜଣଙ୍କ ଆକାଉଣ୍ଟକୁ ଗଲା ୬୯.୨୩ କୋଟି ଟଙ୍କା

ଭୁବନେଶ୍ୱର, ୨୮।୧୦: ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଓ ଆଶ୍ୱାସନାଜନକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଡମିଶନ ସମୟରେ ଛାତ୍ରଛାତ୍ରୀମାନେ ଦେଇଥିବା ବଳକା…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର)…

ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ୩୩ ଦିନ ଧରି ଚାଲିବ…

ଭୁବନେଶ୍ୱର, ୨୮।୧୦: ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର…

କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ…

ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ

ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?