ଗଛରେ ପିଟିହେଲା ଟ୍ୟାଙ୍କର

ମାଧପୁର,୧୯।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲିକ ବ୍ଲକ ଅନ୍ତର୍ଗତ ଲାଉପାଳ ଭଗାମୁଣ୍ଡା ଛକ ନିକଟ ଶନିବାର ବିଳମ୍ବିତ ରାତିରେ ଏକ ଆମ୍ବଗଛରେ ଟ୍ୟାଙ୍କର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେଇଛି।
ସୂଚନାଯୋଗ୍ୟ, ଗାଡ଼ିଟି ବୌଦ୍ଧରୁ ଆଠମଲିକ ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ରବିବାର ସକାଳେ ଆଠମଲିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…

ରାଜନୀତିରେ ବଡ଼ ହଇଚଇ:  ଭିଣୋଇଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା…

ହକି ବିଶ୍ୱକପ୍‌ ଖେଳିବା ପରେ ଏବେ ଟି-୨୦ ବିଶ୍ୱକପ୍‌ରେ ଦଳର ନେତୃତ୍ୱ ନେବେ ଏହି ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୩।୨: ଟି୨୦ ବିଶ୍ୱକପ ୨୦୨୬କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥର ୨୦ଟି ଦଳ ଅଂଶଗ୍ରହଣ କରିବେ। ଟି୨୦ ବିଶ୍ୱକପ ଇତିହାସରେ ପ୍ରଥମ ଥର ପାଇଁ ଏତେ…

ଲୋନାୱାଲାରେ ଟ୍ରେକିଂ ସମୟରେ ଓଡ଼ିଆ ଛାତ୍ରୀଙ୍କ ମୃତ୍ୟୁ, ୩୯୦ ଫୁଟ ଘାଇରୁ ମିଳିଲା ମୃତଦେହ

ମୁମ୍ବାଇ,୩ା୨: ମହାରାଷ୍ଟ୍ରର ଲୋନାଓ୍ବାଲାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଲୋନାୱାଲାରେ ଟ୍ରେକିଂ କରୁଥିବା ସମୟରେ ଓଡ଼ିଶାର ଜଣେ ୧୯ ବର୍ଷୀୟା ଆଇନ ଛାତ୍ରୀଙ୍କ ଦୁଃଖଦ…

କିଣିବାକୁ ନୁହେଁ ସୁନା ବିକ୍ରି କରିବାକୁ କାହିଁକି ଏଠି ଲୋକଙ୍କ ଲମ୍ବା ଲାଇନ? ଜାଣନ୍ତୁ ଏହାର କାରଣ, ପଡିବ ବଡ଼ ପ୍ରଭାବ!

ବେଜିଂ,୩।୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟରେ ଯଥେଷ୍ଟ ପରିବର୍ତ୍ତନ ଆସିଛି। ବଜାରରେ ଏପରି ଏକ ସମୟ ଆସିଥିଲା ଯେତେବେଳେ ସୁନାର ମୂଲ୍ୟ…

ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…

ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri