ଗଛରେ ପିଟିହେଲା ସ୍କର୍ପିଓ, ଜଣଙ୍କ ଜୀବନଗଲା

କୁଆଁରମୁଣ୍ଡା,୧୯।୧୧: ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲସେରିଆ ନିକଟରେ ଏକ ସ୍କର୍ପିଓ ଗଛରେ ପିଟି ହେବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକଙ୍କ ନାଁ ଦୀପ କୁମାର ଖେସ(୨୬)। ସ୍କର୍ପିଓରେ ମୋଟ ୧୦ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଥିବାବେଳେ ଅନ୍ୟ ୫ଜଣ ଆସିଜି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କୁଆରମୁଣ୍ଡାର ଥିବା ଡନବସ୍କୋ ସ୍କୁଲର ଜଣେ ଶିକ୍ଷକଙ୍କ ପୁଅ ମୃତ୍ୟୁ ପରେ ସତ୍କାର କାର୍ଯ୍ୟକ୍ରମ ସାରି ଫେରିବା ବେଳେ କାଲସେରିଆଠାରେ ସେମାନଙ୍କ ଗାଡି ରାସ୍ତା କଡରେ ଥିବା ଗଛରେ ପିଟି ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri