ଗଜପତିରେ ୫-ଟି ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଗଜପତି ଜିଲା ଗସ୍ତରେ ଆସି ଭାରତମାତା ପରିସରରେ ପ୍ରସ୍ତୁତ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ଶୁକ୍ରବାର ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ଉନ୍ନୟନ ସଚିବ ସୁରେଶ କୁମାର ମହାପାତ୍ର, ଜିଲାପାଳ ଅନୁପମ ସାହା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଗୁନୁରାଣି ପଟ୍ଟନାୟକ, ପ୍ରମୁଖ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ୫-ଟି ସଚିବ କୋଭିଡ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ଜିଲାରେ କୋଭିଡ ମୁକାବିଲା ପାଇଁ କିପରି ପ୍ରସ୍ତୁତି କରାଯାଇଛି, ବିଶେଷ କରି ଜିଲାକୁ ମାତ୍ରାଧିକ ସଂଖ୍ୟାରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ରହିବା ପାଇ କ୍ୱାରାଣ୍ଟାଇନ କେନ୍ଦ୍ର ଗୁଡିକରେ କିଭଳି ବ୍ୟବସ୍ଥା କରାଯାଇଛି ଏବଂ ରାସ୍ତାରେ ଯେପରି କେହି ଚାଲି ଚାଲି ନ ଆସିବେ ସେ ନେଇ ଜିଲା ପ୍ରଶାସନ ତଥା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରି ସମୀକ୍ଷା କରିଛନ୍ତି। ଏଥିସହ ଗସ୍ତ ସମୟରେ ଏହି ହସପିଟାଲକୁ କିଭଳି ୨୦୦ ଶର୍ଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ପରିଣତ କରାଯାଇପାରିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri